Isaiah 25:11 — Compare Translations

5 translations compared side by side

Odia - 1840
"ଯଦିଓ ସନ୍ତରଣକାରୀ ପରି ହସ୍ତ ପ୍ରସାରଣ କରିବେ ସଦାପ୍ରଭୁ ତାଙ୍କର ହସ୍ତ ବିସ୍ତାର କରିବେ। ଲୋକମାନେ ଯେଉଁ ବିଷଯ ରେ ଗର୍ବ କରନ୍ତି ଓ ଯାହାସବୁ ତାଙ୍କ ହସ୍ତ ନିର୍ମାଣ କରିଛି, ସେ ସମସ୍ତ ହସ୍ତ ନିର୍ମାଣ କରିଛି, ସେ ସମସ୍ତ ବିଷଯ ତଳକୁ ଆଣି ଦିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ପହଁରିବା ଲୋକ ଯେପରି ପହଁରିବା ପାଇଁ ହସ୍ତ ବିସ୍ତାର କରେ, ସେପରି ସେ ତହିଁ ମଧ୍ୟରେ ଆପଣା ହସ୍ତ ବିସ୍ତାର କରିବ; ମାତ୍ର ତାହାର ହସ୍ତ-କୌଶଳ ସମେତ ସେ ତାହାର ଗର୍ବ ଖର୍ବ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦିଓ ସନ୍ତରଣକାରୀ ପରି ହସ୍ତ ପ୍ରସାରଣ କରିବେ ସଦାପ୍ରଭୁ ତାଙ୍କର ହସ୍ତ ବିସ୍ତାର କରିବେ। ଲୋକମାନେ ଯେଉଁ ବିଷୟରେ ଗର୍ବ କରନ୍ତି ଓ ଯାହାସବୁ ତାଙ୍କ ହସ୍ତ ନିର୍ମାଣ କରିଛି, ସେ ସମସ୍ତ ହସ୍ତ ନିର୍ମାଣ କରିଛି, ସେ ସମସ୍ତ ବିଷୟ ତଳକୁ ଆଣି ଦିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ପହଁରିବା ଲୋକ ଯେପରି ପହଁରିବା ପାଇଁ ହସ୍ତ ବିସ୍ତାର କରେ, ସେହିପରି ସେ ତହିଁ ମଧ୍ୟରେ ଆପଣା ହସ୍ତ ବିସ୍ତାର କରିବ; ମାତ୍ର ତାହାର ହସ୍ତ-କୌଶଳ ସମେତ ସେ ତାହାର ଗର୍ବ ଖର୍ବ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ପହଁରିବା ଲୋକ ଯେପରି ପହଁରିବା ପାଇଁ ହସ୍ତ ବିସ୍ତାର କରେ, ସେହିପରି ସେ ତହିଁ ମଧ୍ୟରେ ଆପଣା ହସ୍ତ ବିସ୍ତାର କରିବ; ମାତ୍ର ତାହାର ହସ୍ତ-କୌଶଳ ସମେତ ସେ ତାହାର ଗର୍ବ ଖର୍ବ କରିବେ।