Isaiah 25:12 — Compare Translations
5 translations compared side by side
Odia - 1840
"ପୁଣି ସଦାପ୍ରଭୁ ଲୋକମାନଙ୍କର ଉଚ୍ଚ ପ୍ରାଚୀର ଓ ନିରାପଦ ସ୍ଥାନ ଗୁଡ଼ିକୁ ନିପାତ କରିବେ ଓ ଭୂମିସାତ୍ କରି ତାକୁ ଧୂଳି ରେ ମିଶାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍ କରି ଧୂଳିରେ ମିଶାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁ ଲୋକମାନଙ୍କର ଉଚ୍ଚ ପ୍ରାଚୀର ଓ ନିରାପଦ ସ୍ଥାନ ଗୁଡ଼ିକୁ ନିପାତ କରିବେ ଓ ଭୂମିସାତ୍ କରି ତାକୁ ଧୂଳିରେ ମିଶାଇ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍ କରି ଧୂଳିରେ ମିଶାଇ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍ କରି ଧୂଳିରେ ମିଶାଇ ଅଛନ୍ତି।