Isaiah 25:2 — Compare Translations
5 translations compared side by side
Odia - 1840
"ସୁଦୃଢ଼ ପ୍ରାଚୀର ବେଷ୍ଠିତ ସୁରକ୍ଷିତ ନଗରକୁ ତୁମ୍ଭେ ଧ୍ବଂସ କରିଅଛ ଓ ବର୍ତ୍ତମାନ ତାକୁ ଏକ ପଥର ଗଦା ରେ ପରିଣତ କରିଅଛ। ବିଦେଶୀମାନଙ୍କ ରାଜ ପ୍ରାସାଦକୁ ବିନଷ୍ଟ କରିଛ ଓ ତାହା କବେେ ପୁନର୍ବାର ନିର୍ମିତ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀରବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ସୁଦୃଢ଼ ପ୍ରାଚୀର ବେଷ୍ଠିତ ସୁରକ୍ଷିତ ନଗରକୁ ତୁମ୍ଭେ ଧ୍ୱଂସ କରିଅଛ ଓ ବର୍ତ୍ତମାନ ତାକୁ ଏକ ପଥର ଗଦାରେ ପରିଣତ କରିଅଛ। ବିଦେଶୀମାନଙ୍କ ରାଜପ୍ରାସାଦକୁ ବିନଷ୍ଟ କରିଛ ଓ ତାହା କେବେ ପୁନର୍ବାର ନିର୍ମିତ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀର-ବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀରବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ହେବ ନାହିଁ।