Isaiah 25:3 — Compare Translations
5 translations compared side by side
Odia - 1840
"ବଳଶାଳୀ ଶକ୍ତିମାନେ ଓ ଜାତିମାନେ ତୁମ୍ଭକୁ ପ୍ରଶଂସା ଓ ସମ୍ମାନ କରିବେ। ଆତଙ୍କିତ ନଗରର ଲୋକମାନେ ଭୟ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିପାଇଁ ବଳବାନ ଲୋକମାନେ ତୁମ୍ଭର ଗୌରବ କରିବେ ଓ ଭୟଙ୍କର ଗୋଷ୍ଠୀୟମାନଙ୍କ ନଗର ତୁମ୍ଭଙ୍କୁ ଭୟ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ବଳଶାଳୀ ଶକ୍ତିମାନେ ଓ ଜାତିମାନେ ତୁମ୍ଭକୁ ପ୍ରଶଂସା ଓ ସମ୍ମାନ କରିବେ। ଆତଙ୍କିତ ନଗରର ଲୋକମାନେ ଭୟ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ବଳବାନ ଲୋକମାନେ ତୁମ୍ଭର ଗୌରବ କରିବେ ଓ ଭୟଙ୍କର ଗୋଷ୍ଠୀୟମାନଙ୍କ ନଗର ତୁମ୍ଭଙ୍କୁ ଭୟ କରିବ।
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ବଳବାନ ଲୋକମାନେ ତୁମ୍ଭର ଗୌରବ କରିବେ ଓ ଭୟଙ୍କର ଗୋଷ୍ଠୀୟମାନଙ୍କ ନଗର ତୁମ୍ଭଙ୍କୁ ଭୟ କରିବ।