Isaiah 25:4 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ଯା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ଯ ଗୃହ ମଧିଅରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରଯସ୍ଥଳ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ଵାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ୟା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ୟ ଗୃହ ମଧ୍ୟରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରୟସ୍ଥଳ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।