Isaiah 25:5 — Compare Translations

5 translations compared side by side

Odia - 1840
"ଶୁଷ୍କ ଦେଶ ରେ ତାପକୁ ଦୂର କଲାପରି ବିଦେଶୀମାନଙ୍କର କୋଳାହଳକୁ ତୁମେ ନିବାରଣ କରିବ। ମେଘ ରେ ଛାଯା ଯେପରି ଗରମ ଦିନ ରେ ତାପକୁ କୋମଳ କରେ, ତୁମେ ପରମେଶ୍ବର ଭୟଙ୍କର ଲୋକମାନଙ୍କର ଗୀତକୁ ବନ୍ଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ତୁମ୍ଭେ ଶୁଷ୍କ ଦେଶରେ ତାପକୁ, ସେପରି ବିଦେଶୀମାନଙ୍କର କୋଳାହଳକୁ ନିବାରଣ କରିବ; ଯେପରି ମେଘର ଛାୟା ଦ୍ଵାରା ତାପ, ସେପରି ଭୟଙ୍କର ଲୋକ-ମାନଙ୍କର ଗାୟନ ଧ୍ଵନି କ୍ଷା; କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଶୁଷ୍କ ଦେଶରେ ତାପକୁ ଦୂର କଲାପରି ବିଦେଶୀମାନଙ୍କର କୋଳାହଳକୁ ତୁମେ ନିବାରଣ କରିବ। ମେଘରେ ଛାୟା ଯେପରି ଗରମ ଦିନରେ ତାପକୁ କୋମଳ କରେ, ତୁମେ ପରମେଶ୍ୱର ଭୟଙ୍କର ଲୋକମାନଙ୍କର ଗୀତକୁ ବନ୍ଦ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ତୁମ୍ଭେ ଶୁଷ୍କ ଦେଶରେ ତାପକୁ, ସେହିପରି ବିଦେଶୀମାନଙ୍କର କୋଳାହଳକୁ ନିବାରଣ କରିବ; ଯେପରି ମେଘର ଛାୟା ଦ୍ୱାରା ତାପ, ସେହିପରି ଭୟଙ୍କର ଲୋକମାନଙ୍କର ଗାୟନ ଧ୍ୱନି କ୍ଷାନ୍ତ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ଯେପରି ତୁମ୍ଭେ ଶୁଷ୍କ ଦେଶରେ ତାପକୁ, ସେହିପରି ବିଦେଶୀମାନଙ୍କର କୋଳାହଳକୁ ନିବାରଣ କରିବ; ଯେପରି ମେଘର ଛାୟା ଦ୍ୱାରା ତାପ, ସେହିପରି ଭୟଙ୍କର ଲୋକମାନଙ୍କର ଗାୟନ ଧ୍ୱନି କ୍ଷାନ୍ତ କରାଯିବ।