Isaiah 25:6 — Compare Translations
5 translations compared side by side
Odia - 1840
"ସେତବେେଳେ ସର୍ବଶକ୍ତିମାନ ସଦାପ୍ରଭୁ ପର୍ବତ ଉପ ରେ ତାଙ୍କ ଲୋକମାନଙ୍କ ପାଇଁ ଉତ୍ତମ ଖାଦ୍ୟର ଏକ ଭୋଜି ଦବେେ। ସହେି ଭୋଜି ରେ ଉତ୍ତମ ଖାଦ୍ୟର ବିଭିନ୍ନ ପ୍ରକାର, ପାନୀଯ ଦ୍ରାକ୍ଷାରସ କୋମଳ ସ୍ବାଦୟୁକ୍ତ ମାସଂ ଏବଂ ଅନ୍ଯାନ୍ଯ ସ୍ବତନ୍ତ୍ର ଦ୍ରବ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କର ସେବକମାନଙ୍କ ପାଇଁ ପରମେଶ୍ୱରଙ୍କ ବଡ଼ ଭୋଜି ସେତେବେଳେ ସର୍ବଶକ୍ତିମାନ ସଦାପ୍ରଭୁ ପର୍ବତ ଉପରେ ତାଙ୍କ ଲୋକମାନଙ୍କ ପାଇଁ ଉତ୍ତମ ଖାଦ୍ୟର ଏକ ଭୋଜି ଦେବେ। ସେହି ଭୋଜିରେ ଉତ୍ତମ ଖାଦ୍ୟର ବିଭିନ୍ନ ପ୍ରକାର, ପାନୀୟ ଦ୍ରାକ୍ଷାରସ କୋମଳ ସ୍ୱାଦଯୁକ୍ତ ମାଂସ ଏବଂ ଅନ୍ୟାନ୍ୟ ସ୍ୱତନ୍ତ୍ର ଦ୍ରବ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।