Isaiah 25:7 — Compare Translations
5 translations compared side by side
Odia - 1840
"ସମସ୍ତ ଗୋଷ୍ଠୀମାନଙ୍କ ଉପ ରେ ଯେଉଁ ଓଢ଼ଣି ପଡ଼ିଅଛି ଓ ସର୍ବଦେଶୀଯମାନଙ୍କ ଉପ ରେ ଯେଉଁ ବସ୍ତୁର ଆବରଣ ରହିଛି ତାକୁ ସବୁ ସଦାପ୍ରଭୁ ଏହି ପର୍ବତ ରେ ବିନାଶ' କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଗୋଷ୍ଠୀମାନଙ୍କ ଉପରେ ଯେଉଁ ଓଢ଼ଣି ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ବସ୍ତୁର ଆବରଣ ରହିଛି ତାକୁ ସବୁ ସଦାପ୍ରଭୁ ଏହି ପର୍ବତରେ “ବିନାଶ” କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ।