Isaiah 25:8 — Compare Translations

5 translations compared side by side

Odia - 1840
"ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହବେ। ମାରେ ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦବେେ। ଅତୀତ ରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ବର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦବେେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ମୃତ୍ୟୁକୁ ଅନ; କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହେବ। ମୋର ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦେବେ। ଅତୀତରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ୱର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦେବେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ମୃତ୍ୟୁୁକୁ ଅନନ୍ତ କାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।