Isaiah 25:9 — Compare Translations

5 translations compared side by side

Odia - 1840
"ସେତବେେଳେ ଲୋକେ ଏହି କଥା କହିବେ, ଏହି ଆମର ପରମେଶ୍ବର ଯାହାଙ୍କୁ ଆମ୍ଭମାନେେ ବହୁତ ସମୟ ଧରି ଅପେକ୍ଷା କରିଅଛୁଁ। ସେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ଆସିଛନ୍ତି। ତାହାଙ୍କ ଦୃଢ଼ ପରିତ୍ରାଣ ରେ ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବୁ, ଯେତବେେଳେ ସେ ଆମ୍ଭକୁ ରକ୍ଷା କରନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେଦିନ ଏହି କଥା କୁହାଯିବ, ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ଵର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଲୋକେ ଏହି କଥା କହିବେ, “ଏହି ଆମର ପରମେଶ୍ୱର ଯାହାଙ୍କୁ ଆମ୍ଭେମାନେ ବହୁତ ସମୟ ଧରି ଅପେକ୍ଷା କରିଅଛୁ। ସେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ଆସିଛନ୍ତି। ତାହାଙ୍କ ଦୃଢ଼ ପରିତ୍ରାଣରେ ଆମ୍ଭେମାନେ ଆନନ୍ଦ ଉଲ୍ଲାସ କରିବୁ, ଯେତେବେଳେ ସେ ଆମ୍ଭକୁ ରକ୍ଷା କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”
Odia IRV 2017 (ଓଡିଆ ବାଇବେଲ)