Isaiah 26:1 — Compare Translations
5 translations compared side by side
Odia - 1840
"ସଦେିନ, ଯିହୁଦା ଦେଶ ରେ ଏହି ଗୀତ ଗାନ କରାୟିବ। ଆମ୍ଭମାନଙ୍କର ଏକ ସୁଦୃଢ଼ ନଗର ଅଛି। ସଦାପ୍ରଭୁ ଆମ୍ଭମାନଙ୍କର ମୁକ୍ତିଦାତା। ସଦାପ୍ରଭୁ ଆମ୍ଭମାନଙ୍କ ଏକ ବଡ଼, ଉଚ୍ଚ ପ୍ରାଚୀର ଓ ଗୋଟିଏ ଦୃଢ ନଗର ତିଆରି କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ଵରୂପ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏକ ପ୍ରଶଂସାଗୀତି ସେଦିନ, ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ। ଆମ୍ଭମାନଙ୍କର ଏକ ସୁଦୃଢ଼ ନଗର ଅଛି। ସଦାପ୍ରଭୁ ଆମ୍ଭମାନଙ୍କର ମୁକ୍ତିଦାତା। ସଦାପ୍ରଭୁ ଆମ୍ଭମାନଙ୍କ ଏକ ବଡ଼, ଉଚ୍ଚ ପ୍ରାଚୀର ଓ ଗୋଟିଏ ଦୃଢ଼ ନଗର ତିଆରି କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ।