Isaiah 26:10 — Compare Translations
5 translations compared side by side
Odia - 1840
"ମନ୍ଦାଚାରୀମାନଙ୍କ ପ୍ରତି ଦୟା ପ୍ରଦର୍ଶନ କଲେ ମଧ୍ଯ ସମାନେେ ଧର୍ମ ଶିଖିବେ ନାହିଁ। ଧର୍ମ ଓ ନ୍ଯାଯପୂର୍ଣ୍ଣ ଦେଶ ରେ ମଧ୍ଯ ସମାନେେ ଅନ୍ଯାଯ କରିବେ। ଏପରିକି ସମାନେେ ସଦାପ୍ରଭୁଙ୍କ ମହିମାକୁ ଅନାଇବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦାଗ୍ଭରୀମାନଙ୍କ ପ୍ରତି ଦୟା ପ୍ରଦର୍ଶନ କଲେ ମଧ୍ୟ ସେମାନେ ଧର୍ମ ଶିଖିବେ ନାହିଁ। ଧର୍ମ ଓ ନ୍ୟାୟପୂର୍ଣ୍ଣ ଦେଶରେ ମଧ୍ୟ ସେମାନେ ଅନ୍ୟାୟ କରିବେ। ଏପରିକି ସେମାନେ ସଦାପ୍ରଭୁଙ୍କ ମହିମାକୁ ଅନାଇବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।