Isaiah 26:11 — Compare Translations
5 translations compared side by side
Odia - 1840
"ମାତ୍ର ହେ ସଦପ୍ରଭୁ! ସମାନଙ୍କେୁ ଦଣ୍ଡ ଦବୋକୁ ତୁମ୍ଭର ହସ୍ତ ଉତ୍ଥିତ ହବେ, ତଥାପି ସମାନେେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷ ରେ ତୁମ୍ଭର ଅତିଶଯ ପ୍ ରମେକୁ ଦେଖି ସମାନେେ ଲଜ୍ଜିତ ହବେେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନି ରେ ଦଗ୍ଧିଭୂତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ହେ ସଦପ୍ରଭୁ! ସେମାନଙ୍କୁ ଦଣ୍ଡ ଦେବାକୁ ତୁମ୍ଭର ହସ୍ତ ଉତ୍ଥିତ ହେବ, ତଥାପି ସେମାନେ ତାହା ଦେଖିବେ ନାହିଁ। ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଅତିଶୟ ପ୍ରେମକୁ ଦେଖି ସେମାନେ ଲଜ୍ଜିତ ହେବେ ଓ ତୁମ୍ଭର ଶତ୍ରୁଗଣ ଅଗ୍ନିରେ ଦଗ୍ଧିଭୂତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।