Isaiah 26:12 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସକଳ କାର୍ୟ୍ଯ ସାଧନ କରିଅଛ। ତେଣୁ ଆମ୍ଭମାନଙ୍କୁ ଶାନ୍ତି ପ୍ରଦାନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସକଳ କାର୍ଯ୍ୟ ସାଧନ କରିଅଛ। ତେଣୁ ଆମ୍ଭମାନଙ୍କୁ ଶାନ୍ତି ପ୍ରଦାନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।