Isaiah 26:13 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ବର, ତୁମ୍ଭକୁ ଛାଡ଼ି ଆମ୍ଭେ ଅନ୍ୟ ପ୍ରଭୁଙ୍କୁ ଅନୁସରଣ କରୁଥିଲୁ ଓ ଅନ୍ୟ ପ୍ରଭୁ ଆମ୍ଭମାନଙ୍କ ଉପ ରେ ରାଜତ୍ବ କରୁଥିଲେ। ମାତ୍ର ଆମ୍ଭମାନେେ ତୁମ୍ଭର ନାମକୁ କବଳେ ସ୍ମରଣ କରିବୁ ଓ କୀର୍ତ୍ତନ କରିବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ଵ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ଵାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ତାଙ୍କ ସେବକଙ୍କୁ ନୂତନ ଜୀବନ ଦେବେ ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭକୁ ଛାଡ଼ି ଆମ୍ଭେ ଅନ୍ୟ ପ୍ରଭୁଙ୍କୁ ଅନୁସରଣ କରୁଥିଲୁ ଓ ଅନ୍ୟ ପ୍ରଭୁ ଆମ୍ଭମାନଙ୍କ ଉପରେ ରାଜତ୍ୱ କରୁଥିଲେ। ମାତ୍ର ଆମ୍ଭେମାନେ ତୁମ୍ଭର ନାମକୁ କେବଳ ସ୍ମରଣ କରିବୁ ଓ କୀର୍ତ୍ତନ କରିବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।