Isaiah 26:14 — Compare Translations
5 translations compared side by side
Odia - 1840
"ସମାନେେ ମୃତ, ସମାନେେ ଜୀବନ ଫରେି ପାଇବେ ନାହିଁ। ସମାନେେ ଭୂତପରି ଯେଉଁମାନେ କବେେ ହେଲେ ଉଠିବେ ନାହିଁ। ସମାନଙ୍କେୁ ସମାନଙ୍କେର କାର୍ୟ୍ଯକୁ ବିବଚେନା କରି ତୁମ୍ଭେ ସଂହାର କରିଛ ଏବଂ କହେି ସମାନଙ୍କେୁ ମନେ ରଖିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୃତ, ସେମାନେ ଜୀବନ ଫେରି ପାଇବେ ନାହିଁ। ସେମାନେ ଭୂତପରି ଯେଉଁମାନେ କେବେହେଲେ ଉଠିବେ ନାହିଁ। ସେମାନଙ୍କୁ ସେମାନଙ୍କର କାର୍ଯ୍ୟକୁ ବିବେଚନା କରି ତୁମ୍ଭେ ସଂହାର କରିଅଛ ଏବଂ କେହି ସେମାନଙ୍କୁ ମନେ ରଖିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମରିଅଛନ୍ତି, ସେମାନେ ଆଉ ଜୀବିତ ହେବେ ନାହିଁ; ସେମାନେ ମୃତ ହୋଇଅଛନ୍ତି, ସେମାନେ ଉଠିବେ ନାହିଁ; ଏହେତୁ ତୁମ୍ଭେ ପ୍ରତିଫଳ ଦେଇ ସେମାନଙ୍କୁ ସଂହାର କରିଅଛ ଓ ସେମାନଙ୍କ ସ୍ମରଣ ଲୁପ୍ତ କରିଅଛ।