Isaiah 26:15 — Compare Translations

5 translations compared side by side

Odia - 1840
"ତୁମ୍ଭେ ଏ ଦେଶୀଯ ଲୋକଙ୍କୁ ବୃଦ୍ଧି କରିଅଛ। ହେ ସଦାପ୍ରଭୁ, ତୁମ୍ଭେ ଏ ଦେଶୀଯ ଲୋକଙ୍କୁ ବୃଦ୍ଧି କରିଅଛ। ତୁମ୍ଭେ ଗୌରବାନ୍ବିତ ହାଇେଅଛ। ତୁମ୍ଭେ ଯେପରି ସୀମା ସକଳ ବିସ୍ତାର କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୋ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ଵିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ। ହେ ସଦାପ୍ରଭୁ, ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ। ତୁମ୍ଭେ ଗୌରବାନ୍ୱିତ ହୋଇଅଛ। ତୁମ୍ଭେ ଯେପରି ସୀମା ସକଳ ବିସ୍ତାର କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୋ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଏ ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ, ହେ ସଦାପ୍ରଭୁ, ତୁମ୍ଭେ ଏହି ଦେଶୀୟ ଲୋକଙ୍କୁ ବୃଦ୍ଧି କରିଅଛ; ତୁମ୍ଭେ ଗୌରବାନ୍ୱିତ ହୋଇଅଛ; ତୁମ୍ଭେ ଦେଶର ସୀମାସକଳ ବିସ୍ତାର କରିଅଛ।