Isaiah 26:16 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ସଙ୍କଟ ସମୟରେ ସମାନେେ ତୁମ୍ଭକୁ ପ୍ରାର୍ଥନା କରିଛନ୍ତି। ଯେତବେେଳେ ତୁମ୍ଭେ ସମାନଙ୍କେୁ ଶାସ୍ତି ଦଲେ, ସମାନେେ ତୁମ୍ଭଙ୍କୁ ପ୍ରାର୍ଥନା ରେ ଡାକିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ଵେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ସଙ୍କଟ ସମୟରେ ସେମାନେ ତୁମ୍ଭକୁ ପ୍ରାର୍ଥନା କରିଛନ୍ତି। ଯେତେବେଳେ ତୁମ୍ଭେ ସେମାନଙ୍କୁ ଶାସ୍ତି ଦେଲ, ସେମାନେ ତୁମ୍ଭଙ୍କୁ ପ୍ରାର୍ଥନାରେ ଡାକିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ସଙ୍କଟ ସମୟରେ ସେମାନେ ତୁମ୍ଭର ଅନ୍ୱେଷଣ କରିଅଛନ୍ତି, ତୁମ୍ଭର ଶାସ୍ତି ସେମାନଙ୍କ ଉପରେ ଥିବା ବେଳେ ସେମାନେ ପ୍ରାର୍ଥନା ଢାଳି ପକାଇଲେ।