Isaiah 26:17 — Compare Translations

5 translations compared side by side

Odia - 1840
"ଅନ୍ତଃସତ୍ତ୍ବା ନାରୀ ଗର୍ଭ ବଦନୋ ରେ ବ୍ଯଥିତ ହାଇେ ଯେପରି କ୍ରନ୍ଦନ କରେ, ଆମ୍ଭମାନେେ ସହେିପରି ତୁମ୍ଭ ସହିତ ନ ଥିଲା ବେଳେ ହାଇେଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ତଃସତ୍ତ୍ୱା ନାରୀ ଗର୍ଭବେଦନାରେ ବ୍ୟଥିତ ହୋଇ ଯେପରି କ୍ରନ୍ଦନ କରେ, ଆମ୍ଭେମାନେ ସେହିପରି ତୁମ୍ଭ ସହିତ ନ ଥିଲା ବେଳେ ହୋଇଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଗର୍ଭିଣୀ ପ୍ରସବକାଳର ନିକଟବର୍ତ୍ତୀ ହେବା ବେଳେ ଯେପରି ବ୍ୟଥିତା ହୁଏ ଓ ବେଦନାରେ କ୍ରନ୍ଦନ କରେ, ସେହିପରି ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ହୋଇଅଛୁ।