Isaiah 26:18 — Compare Translations
5 translations compared side by side
Odia - 1840
"ଆମ୍ଭମାନେେ ଗର୍ଭ ବଦନୋ ପାଇଅଛୁ, କିନ୍ତୁ ବ୍ଯଥିତା ହାଇେ ବାଯୁ ଜନ୍ମ ଦଇେଛୁ। ଆମ୍ଭମାନେେ ଦେଶର ଉଦ୍ଧାର ସାଧନ କରି ନାହୁଁ କି ନଗରବାସୀ ଭୂମିଷ୍ଠ ହାଇେ ନାହାଁନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଗର୍ଭବେଦନା ପାଇଅଛୁ, କିନ୍ତୁ ବ୍ୟଥିତା ହୋଇ ବାୟୁ ଜନ୍ମ ଦେଇଛୁ। ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ କି ନଗରବାସୀ ଭୂମିଷ୍ଠ ହୋଇ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେମାନେ ଗର୍ଭିଣୀ ହୋଇଅଛୁ, ଆମ୍ଭେମାନେ ବ୍ୟଥିତା ହୋଇ ବାୟୁ ପ୍ରସବ କରିଅଛୁ; ଆମ୍ଭେମାନେ ଦେଶର ଉଦ୍ଧାର ସାଧନ କରି ନାହୁଁ; କିଅବା ଜଗନ୍ନିବାସୀମାନେ ଭୂମିଷ୍ଠ ହୋଇ ନାହାନ୍ତି।