Isaiah 26:19 — Compare Translations

5 translations compared side by side

Odia - 1840
"ମାତ୍ର ସଦାପ୍ରଭୁ କୁହନ୍ତି, ତୁମ୍ଭର ମୃତମାନେ ଜୀବିତ ହବେେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ବାସ ନବୋ ଆରମ୍ଭ କରିବେ। ହେ ଧୂଳିନିବାସୀ ଗଣ, ଉଠ, ଆନନ୍ଦ କର, କାରଣ ତୁମ୍ଭମାନେେ ପ୍ରଭାତ ରେ ତୃଣ ଉପର ଶିଶିର ତୁଲ୍ଯ ଭୂମି ମୃତମାନଙ୍କୁ ଜନ୍ମ ଦବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ । ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସଦାପ୍ରଭୁ କୁହନ୍ତି: “ତୁମ୍ଭର ମୃତମାନେ ଜୀବିତ ହେବେ। ମୃତ ଶବଗୁଡ଼ିକ ପୁଣି ନିଃଶ୍ୱାସ ନେବା ଆରମ୍ଭ କରିବେ। ହେ ଧୂଳିନିବାସୀଗଣ ଉଠ, ଆନନ୍ଦ କର, କାରଣ ତୁମ୍ଭେମାନେ ପ୍ରଭାତରେ ତୃଣ ଉପର ଶିଶିର ତୁଲ୍ୟ ଭୂମି ମୃତମାନଙ୍କୁ ଜନ୍ମ ଦେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରିଦେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ।