Isaiah 26:2 — Compare Translations

5 translations compared side by side

Odia - 1840
"ସହେି ଦ୍ବାର ଉନ୍ମୁକ୍ତ କର ଯେପରି ଧାର୍ମିକ ଓ ପରମେଶ୍ବରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ଵାରସବୁ ମୁକ୍ତ କର ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦ୍ୱାର ଉନ୍ମୁକ୍ତ କର ଯେପରି ଧାର୍ମିକ ଓ ପରମେଶ୍ୱରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।
Odia IRV 2017 (ଓଡିଆ ବାଇବେଲ)
ସତ୍ୟପାଳନକାରୀ ଧାର୍ମିକ ଗୋଷ୍ଠୀ ଯେପରି ପ୍ରବେଶ କରି ପାରିବେ, ଏଥିପାଇଁ ତୁମ୍ଭେମାନେ ନଗରର ଦ୍ୱାରସବୁ ମୁକ୍ତ କର।