Isaiah 26:21 — Compare Translations
5 translations compared side by side
Odia - 1840
"ଦେଖ, ସଦାପ୍ରଭୁ ପୃଥିବୀବାସୀଙ୍କୁ ସମାନଙ୍କେର ଅପରାଧ ଲାଗି ଶାସ୍ତି ଦବୋକୁ ନିଜ ସ୍ଥାନ ପରିତ୍ଯାଗ କରିଛନ୍ତି। ପୃଥିବୀ ନିଜର ଶକ୍ତି ପ୍ରକାଶ କରିବ। ସେ ଆଉ ନିହତ ଲୋକମାନଙ୍କୁ ଆଚ୍ଛାଦନ କରି ରଖିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀ-ମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତିନ୍ତ ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ସଦାପ୍ରଭୁ ପୃଥିବୀବାସୀଙ୍କୁ ସେମାନଙ୍କର ଅପରାଧ ଲାଗି ଶାସ୍ତି ଦେବାକୁ ନିଜ ସ୍ଥାନ ପରିତ୍ୟାଗ କରିଛନ୍ତି। ପୃଥିବୀ ନିଜର ଶକ୍ତି ପ୍ରକାଶ କରିବ। ସେ ଆଉ ନିହତ ଲୋକମାନଙ୍କୁ ଆଚ୍ଛାଦନ କରି ରଖିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”