Isaiah 26:3 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
Odia IRV 2017 (ଓଡିଆ ବାଇବେଲ)
ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।