Isaiah 26:4 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କଠା ରେ ସଦାକାଳ ନିର୍ଭର ରଖ, କାରଣ ସଦାପ୍ରଭୁଙ୍କ ସହିତ ଅନନ୍ତକାଳୀନ ଶୈଳ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତ-କାଳସ୍ଥାୟୀ ଶୈଳ ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ସଦାକାଳ ନିର୍ଭର ରଖ, କାରଣ ସଦାପ୍ରଭୁଙ୍କ ସହିତ ଅନନ୍ତକାଳୀନ ଶୈଳ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ସଦାକାଳ ସଦାପ୍ରଭୁଙ୍କଠାରେ ନିର୍ଭର ରଖ; କାରଣ ସଦାପ୍ରଭୁ ଯିହୋବାଃଙ୍କଠାରେ ଅନନ୍ତକାଳସ୍ଥାୟୀ ଶୈଳ ଅଛି।