Isaiah 26:5 — Compare Translations

5 translations compared side by side

Odia - 1840
"ମାତ୍ର ସେ ଉନ୍ନତ ନଗରକୁ ଅବନତ କରିବେ ଓ ଉର୍ଦ୍ଧ୍ବସ୍ଥିତ ସହେି ଲୋକମାନଙ୍କୁ ଦଣ୍ଡ ଦବେେ। ସମାନଙ୍କେୁ ଭୂମିସାତ୍ କରି ଧୂଳି ରେ ମିଶାଇ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଊର୍ଦ୍ଧ୍ଵସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ଉନ୍ନତ ନଗରକୁ ଅବନତ କରିବେ ଓ ଊର୍ଦ୍ଧ୍ୱସ୍ଥିତ ସେହି ଲୋକମାନଙ୍କୁ ଦଣ୍ଡ ଦେବେ। ସେମାନଙ୍କୁ ଭୂମିସାତ୍ କରି ଧୂଳିରେ ମିଶାଇ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଊର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଉର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍‍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।