Isaiah 26:6 — Compare Translations
5 translations compared side by side
Odia - 1840
"ତା'ପ ରେ ଦରିଦ୍ର ଓ ନମ୍ର ଲୋକମାନେ ସହେି ଧ୍ବଂସ ସ୍ଥାନ ଉପ ରେ ବିଚରଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କର ପାଦବିକ୍ଷେପ ତାହା ଦଳିତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦରିଦ୍ର ଓ ନମ୍ର ଲୋକମାନେ ସେହି ଧ୍ୱଂସ ସ୍ଥାନ ଉପରେ ବିଚରଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।”
Odia IRV 2017 (ଓଡିଆ ବାଇବେଲ)
ପାଦ, ଦରିଦ୍ରମାନଙ୍କର ପାଦ ଓ ଦୀନହୀନମାନଙ୍କ ପାଦବିକ୍ଷେପ ତାହା ଦଳିତ କରିବ।