Isaiah 26:7 — Compare Translations

5 translations compared side by side

Odia - 1840
"ସାଧୁତା ଧାର୍ମିକମାନଙ୍କର ଜୀବନ ଧାରଣର ମାର୍ଗ। ସମାନେେ ସରଳ ଓ ସତ୍ଯପଥ ଅନୁସରଣ କରନ୍ତି। ପୁଣି ହେ ପରମେଶ୍ବର, ତୁମ୍ଭେ ସହେି ପଥକୁ ଅନୁସରଣ ପାଇଁ ଅଧିକ ସୁଗମ ଓ ସରଳ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସାଧୁତା ଧାର୍ମିକମାନଙ୍କର ଜୀବନ ଧାରଣର ମାର୍ଗ। ସେମାନେ ସରଳ ଓ ସତ୍ୟପଥ ଅନୁସରଣ କରନ୍ତି। ପୁଣି ହେ ପରମେଶ୍ୱର, ତୁମ୍ଭେ ସେହି ପଥକୁ ଅନୁସରଣ ପାଇଁ ଅଧିକ ସୁଗମ ଓ ସରଳ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ।
Odia IRV 2017 (ଓଡିଆ ବାଇବେଲ)
ଧାର୍ମିକର ମାର୍ଗ ସରଳ; ଯଥାର୍ଥିକ ଯେ ତୁମ୍ଭେ, ତୁମ୍ଭେ ଧାର୍ମିକର ପଥ ଦେଖାଉଅଛ।