Isaiah 26:8 — Compare Translations
5 translations compared side by side
Odia - 1840
"ମାତ୍ର ହେ ସଦାପ୍ରଭୁ, ଆମ୍ଭମାନେେ ତୁମ୍ଭ ଶାସନ ମାର୍ଗର ନ୍ଯାଯକୁ ଅପେକ୍ଷା କରିଛୁ। ଆମ୍ଭମାନଙ୍କର ଆତ୍ମା ତୁମ୍ଭର ନାମକୁ ସ୍ମରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗର ନ୍ୟାୟକୁ ଅପେକ୍ଷା କରିଛୁ। ଆମ୍ଭମାନଙ୍କର ଆତ୍ମା ତୁମ୍ଭର ନାମକୁ ସ୍ମରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।