Isaiah 26:9 — Compare Translations

5 translations compared side by side

Odia - 1840
"ରାତ୍ରି କାଳ ରେ ମାରେ ପ୍ରାଣ ତୁମ୍ଭକୁ ଇଚ୍ଛା କରୁଛି ଏବଂ ଅନ୍ତରାତ୍ମା ପ୍ରତି ନୂତନ ପ୍ରଭାତ ରେ ତୁମ୍ଭକୁ ଅନ୍ବଷେଣ କରିବ। ଯେତବେେଳେ ତୁମ୍ଭର ଶାସନ ସକଳ ଓ ନ୍ଯାଯ ପ୍ରତିଷ୍ଠିତ ହବେ, ଜଗତବାସୀ ଧର୍ମ ଶିକ୍ଷା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ଵେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ରାତ୍ରିକାଳରେ ମୋର ପ୍ରାଣ ତୁମ୍ଭକୁ ଇଚ୍ଛା କରୁଛି ଏବଂ ଅନ୍ତରାତ୍ମା ପ୍ରତି ନୂତନ ପ୍ରଭାତରେ ତୁମ୍ଭକୁ ଅନ୍ୱେଷଣ କରିବ। ଯେତେବେଳେ ତୁମ୍ଭର ଶାସନ ସକଳ ଓ ନ୍ୟାୟ ପ୍ରତିଷ୍ଠିତ ହେବ, ଜଗତବାସୀ ଧର୍ମ ଶିକ୍ଷା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।