Isaiah 27:1 — Compare Translations
5 translations compared side by side
Odia - 1840
"ସଦେିନ ସଦାପ୍ରଭୁ ଆପଣାର ଦାରୁଣ, ବୃହତ୍ ଓ ଦୃଢ଼ ଖଡ୍ଗ ଦ୍ବାରା ଦ୍ରୁତଗାମୀ ସର୍ପ ଲିବିଯାଥନକୁ ଓ ବକ୍ରଗାମୀ ସର୍ପ ଲିବିଯାଥନକୁ ଶାସ୍ତି ଦବେେ ଓ ସମୁଦ୍ରସ୍ଥ ଦୀର୍ଘକାଯ ଜନ୍ତୁକୁ ସଂହାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ସଦାପ୍ରଭୁ ଆପଣାର ଦାରୁଣ ଓ ବୃହତ ଓ ଦୃଢ଼ ଖଡ଼୍ଗ ଦ୍ଵାରା ଦ୍ରୁତଗାମୀ ସର୍ପ ଲିବୀୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ସଦାପ୍ରଭୁ ଆପଣାର ଦାରୁଣ, ବୃହତ୍ ଓ ଦୃଢ଼ ଖଡ଼୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବିୟାଥନକୁ ଶାସ୍ତି ଦେବେ ଓ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ସଂହାର କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଦୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ସଦାପ୍ରଭୁ ଆପଣାର ନିର୍ଦ୍ଧୟ, ବୃହତ ଓ ଶକ୍ତିଶାଳୀ ଖଡ୍ଗ ଦ୍ୱାରା ଦ୍ରୁତଗାମୀ ସର୍ପ ଲିବିୟାଥନକୁ ଓ ବକ୍ରଗାମୀ ସର୍ପ ଲିବୀୟାଥନକୁ ପ୍ରତିଫଳ ଦେବେ; ଆଉ, ସେ ସମୁଦ୍ରସ୍ଥ ଦୀର୍ଘକାୟ ଜନ୍ତୁକୁ ନଷ୍ଟ କରିବେ।