Isaiah 27:10 — Compare Translations

5 translations compared side by side

Odia - 1840
"ସଦେିନ ସହେି ସୁଦୃଢ଼ ପ୍ରାନ୍ତର ତୁଲ୍ଯ ଜନଶୂନ୍ଯ ହବେ। ଏହା ଏକ ମରୁଭୂମିରେ ପରିଣତ ହବେ। ନିର୍ଜନ ଓ ପରିତ୍ଯକ୍ତ ବସତି ସ୍ଥାନ ହବେ। ସେ ସ୍ଥାନ ରେ ଗୋରୁପଲ ଚରିବେ ଓ ଶଯନ କରିବେ ଏବଂ ଦ୍ରାକ୍ଷାର ଶାଖା ଭାଙ୍ଗି ଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି ବୃକ୍ଷର ଶାଖାସବୁ ଗ୍ରାସ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ସେହି ସୁଦୃଢ଼ ପ୍ରାନ୍ତର ତୁଲ୍ୟ ଜନଶୂନ୍ୟ ହେବ। ଏହା ଏକ ମରୁଭୂମିରେ ପରିଣତ ହେବ। ନିର୍ଜନ ଓ ପରିତ୍ୟକ୍ତ ବସତି ସ୍ଥାନ ହେବ। ସେ ସ୍ଥାନରେ ଗୋରୁପଲ ଚରିବେ ଓ ଶୟନ କରିବେ ଏବଂ ଦ୍ରାକ୍ଷାର ଶାଖା ଭାଙ୍ଗି ଖାଇବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେହି ସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି, ବୃକ୍ଷର ଶାଖାସବୁ ଗ୍ରାସ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ସୁଦୃଢ଼ ନଗର ପ୍ରାନ୍ତରର ତୁଲ୍ୟ ନିର୍ଜନ, ଲୋକ ବିବର୍ଜିତ ଓ ପରିତ୍ୟକ୍ତ ବସତି ସ୍ଥାନ ହୋଇଅଛି; ସେହି ସ୍ଥାନରେ ଗୋବତ୍ସ ଚରିବ ଓ ଶୟନ କରିବ, ପୁଣି, ବୃକ୍ଷର ଶାଖାସବୁ ଗ୍ରାସ କରିବ।