Isaiah 27:11 — Compare Translations
5 translations compared side by side
Odia - 1840
"ଦ୍ରାକ୍ଷାଗଛ ରେ ଡ଼ାଳ ଶୁଷ୍କ ହେଲେ ଭଙ୍ଗାୟିବ। ସ୍ତ୍ରୀ ଲୋକମାନେ ତାକୁ ଜାଳଣେି ରୂପେ ବ୍ଯବହାର କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ରାକ୍ଷାଗଛରେ ଡାଳ ଶୁଷ୍କ ହେଲେ ଭଙ୍ଗାଯିବ। ସ୍ତ୍ରୀଲୋକମାନେ ତାକୁ ଜାଳେଣି ରୂପେ ବ୍ୟବହାର କରିବେ। କାରଣ ଲୋକମାନେ ବୁଦ୍ଧିହୀନ। ପରମେଶ୍ୱର ଯେ କି ତାଙ୍କର ସୃଷ୍ଟିକର୍ତ୍ତା ସେମାନଙ୍କ ପ୍ରତି ଦୟା କରିବେ ନାହିଁ। ତାଙ୍କୁ ଗଢ଼ିଲେ ମଧ୍ୟ ତାଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗାଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁର ଡାଳସବୁ ଶୁଷ୍କ ହେଲେ ଭଙ୍ଗା ଯିବ; ସ୍ତ୍ରୀମାନେ ଆସି ତହିଁରେ ଅଗ୍ନି ଲଗାଇବେ; କାରଣ ସେହି ଲୋକମାନେ ବୁଦ୍ଧିହୀନ; ଏହେତୁ ଯେ ସେମାନଙ୍କୁ ନିର୍ମାଣ କଲେ, ସେ ସେମାନଙ୍କ ପ୍ରତି ଦୟା କରିବେ ନାହିଁ ଓ ଯେ ସେମାନଙ୍କୁ ଗଢ଼ିଲେ, ସେ ସେମାନଙ୍କ ପ୍ରତି ଅନୁଗ୍ରହ ପ୍ରକାଶ କରିବେ ନାହିଁ।