Isaiah 27:12 — Compare Translations
5 translations compared side by side
Odia - 1840
"ସଦେିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ୟ୍ଯନ୍ତ ସେ ଲୋକମାନଙ୍କୁ ଏକତ୍ରୀତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି ହେ ଇସ୍ରାଏଲସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ଯ୍ୟନ୍ତ ସେ ଲୋକମାନଙ୍କୁ ଏକତ୍ରିତ କରିବେ। ପୁଣି ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭେମାନେ ଗୋଟି ଗୋଟି ହୋଇ ସଂଗୃହୀତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ସଦାପ୍ରଭୁ ପ୍ଲାବିତ ନଦୀ ସୀମା ମିସରର ସ୍ରୋତ ପର୍ଯ୍ୟନ୍ତ ଆପଣା ଫଳ ଝାଡ଼ିବେ, ପୁଣି, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏକ ଏକ ହୋଇ ସଂଗୃହୀତ ହେବ।