Isaiah 27:13 — Compare Translations

5 translations compared side by side

Odia - 1840
"ସଦେିନ ଗୋଟିଏ ବଡ଼ ମଷେର ଶିଙ୍କା ବାଜିବ। ଅଶୂର ଦେଶ ରେ ହଜି ୟାଇଥିବା ଲୋକ ଏବଂ ମିଶରକୁ ବିତାଡ଼ିତ ହାଇେଥିବା ଲୋକମାନେ ସଦେିନ ଆସିବେ। ୟିରୁଶାଲମର ପବିତ୍ର ପର୍ବତ ରେ ସମାନେେ ସଦାପ୍ରଭୁଙ୍କୁ ପ୍ରଣାମ କରିବା ପାଇଁ ଏକତ୍ରୀତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ ⇧; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ଗୋଟିଏ ବଡ଼ ମେଷର ଶିଙ୍ଗା ବାଜିବ। ଅଶୂର ଦେଶରେ ହଜି ଯାଇଥିବା ଲୋକ ଏବଂ ମିଶରକୁ ବିତାଡ଼ିତ ହୋଇଥିବା ଲୋକମାନେ ସେଦିନ ଆସିବେ। ଯିରୁଶାଲମର ପବିତ୍ର ପର୍ବତରେ ସେମାନେ ସଦାପ୍ରଭୁଙ୍କୁ ପ୍ରଣାମ କରିବା ପାଇଁ ଏକତ୍ରିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।