Isaiah 27:2 — Compare Translations

5 translations compared side by side

Odia - 1840
"ସଦେିନ ଲୋକେ ଏକ ଦ୍ରାକ୍ଷାକ୍ଷେତ୍ର ଉଦ୍ଦେଶ୍ଯ ରେ ଗାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର ।
Odia Bible ERV 2004 (ପବିତ୍ର ବାଇବଲ)
ସେଦିନ ଲୋକେ ଏକ ଦ୍ରାକ୍ଷାକ୍ଷେତ୍ର ଉଦ୍ଦେଶ୍ୟରେ ଗାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।
Odia IRV 2017 (ଓଡିଆ ବାଇବେଲ)
ସେହି ଦିନରେ ଏକ ଦ୍ରାକ୍ଷାକ୍ଷେତ୍ର ଅଛି, ତୁମ୍ଭେମାନେ ତହିଁର ଉଦ୍ଦେଶ୍ୟରେ ଗାନ କର।