Isaiah 27:4 — Compare Translations

5 translations compared side by side

Odia - 1840
"ମାଠାେ ରେ କୋରଧ ନାହିଁ। ଯଦି ୟୁଦ୍ଧ ହୁଏ ଓ କହେି ଜଣେ କଣ୍ଟାକର ବାଡ଼ ଦିଏ, ଆମ୍ଭେ ଆକ୍ରମଣ କରିବୁ ଓ ପୋଡ଼ି ପକାଇବୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯେବେ କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେସବୁକୁ ଏକାବେଳେ ଦଗ୍ଧ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋ’ଠାରେ କ୍ରୋଧ ନାହିଁ। ଯଦି ଯୁଦ୍ଧ ହୁଏ ଓ କେହି ଜଣେ କଣ୍ଟାକର ବାଡ଼ ଦିଏ, ଆମ୍ଭେ ଆକ୍ରମଣ କରିବୁ ଓ ପୋଡ଼ି ପକାଇବୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭଠାରେ କ୍ରୋଧ ନାହିଁ; ଆଃ, ଯଦି କାନକୋଳି ଓ କଣ୍ଟକ ବୃକ୍ଷସବୁ ଯୁଦ୍ଧରେ ଆମ୍ଭର ବିପକ୍ଷ ହୁଅନ୍ତେ! ତେବେ ଆମ୍ଭେ ଆକ୍ରମଣ କରି ସେହି ସବୁକୁ ଏକାବେଳେ ଦଗ୍ଧ କରନ୍ତୁ।