Isaiah 27:5 — Compare Translations
5 translations compared side by side
Odia - 1840
"ମାତ୍ର ଯଦି କହେି ନିରାପତ୍ତା ପାଇଁ ମାେ ସହିତ ଶାନ୍ତି ସ୍ଥାପନ କରେ, ତବେେ ସେ ଶାନ୍ତି ସ୍ଥାପନ କରୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନତୁବା ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ଵନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯଦି କେହି ନିରାପତ୍ତା ପାଇଁ ମୋ’ ସହିତ ଶାନ୍ତି ସ୍ଥାପନ କରେ, ତେବେ ସେ ଶାନ୍ତି ସ୍ଥାପନ କରୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।
Odia IRV 2017 (ଓଡିଆ ବାଇବେଲ)
ନଚେତ୍ ଆମ୍ଭ ସଙ୍ଗେ ମିଳନ କରିବା ପାଇଁ ସେ ଆମ୍ଭ ପରାକ୍ରମର ଅବଲମ୍ବନ କରୁ; ହଁ, ସେ ଆମ୍ଭ ସଙ୍ଗେ ମିଳନ କରୁ।