Isaiah 27:6 — Compare Translations
5 translations compared side by side
Odia - 1840
"ଲୋକମାନେ ମାେ ନିକଟକୁ ଆସିବେ। ସମାନେେ ଯାକୁବକୁ ଶକ୍ତିଶାଳୀ କରିବେ ଯେପରି ତା'ର ଚୋର ବାନ୍ଧିବ। ଇଶ୍ରାୟେଲ ମୁକ୍ତ ଓ ପ୍ରଫୁଲ ହବେ। ଏ ପୃଥିବୀ ଫଳ ଫୁଲ ରେ ପରିପୂର୍ଣ୍ଣ ହବେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ତଳକୁ ଫଳରେ ପରିପୂର୍ଣ୍ଣ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋ’ ନିକଟକୁ ଆସିବେ। ସେମାନେ ଯାକୁବକୁ ଶକ୍ତିଶାଳୀ କରିବେ ଯେପରି ତା’ର ଚେର ବାନ୍ଧିବ। ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ। ଏ ପୃଥିବୀ ଫଳ ଫୁଲରେ ପରିପୂର୍ଣ୍ଣ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।
Odia IRV 2017 (ଓଡିଆ ବାଇବେଲ)
ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।”