Isaiah 27:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କିପରି ତାଙ୍କ ଲୋକମାନଙ୍କୁ ଶାସ୍ତି ଦବେେ। ଯେପରି ଲୋକମାନଙ୍କୁ ଅତୀତ ରେ ଶତ୍ରୁଗଣ ପ୍ରହାର କରନ୍ତି ସଦାପ୍ରଭୁ ସହେିପରି ପ୍ରହାର କରିବେ। ସମାନେେ ଯେପରି ବହୁ ଲୋକଙ୍କୁ ନିହତ କରିଥିଲେ ସହେିପରି ସଦାପ୍ରଭୁ ନିହତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ଵାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲକୁ ଦୂରକୁ ପଠାଇବେ ସଦାପ୍ରଭୁ କିପରି ତାଙ୍କ ଲୋକମାନଙ୍କୁ ଶାସ୍ତି ଦେବେ। ଯେପରି ଲୋକମାନଙ୍କୁ ଅତୀତରେ ଶତ୍ରୁଗଣ ପ୍ରହାର କରିଛନ୍ତି ସଦାପ୍ରଭୁ ସେହିପରି ପ୍ରହାର କରିବେ। ସେମାନେ ଯେପରି ବହୁ ଲୋକଙ୍କୁ ନିହତ କରିଥିଲେ ସେହିପରି ସଦାପ୍ରଭୁ ନିହତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି?
Odia IRV 2017 (ଓଡିଆ ବାଇବେଲ)
ତାହାର ପ୍ରହାରକାରୀମାନଙ୍କୁ ସେ ଯେପରି ପ୍ରହାର କଲେ, ସେହିପରି ସେ କି ତାହାକୁ ପ୍ରହାର କରିଅଛନ୍ତି? ଅବା, ତାହା ଦ୍ୱାରା ହତ ଲୋକମାନଙ୍କ ତୁଲ୍ୟ ସେ କି ହତ ହୋଇଅଛି?