Isaiah 27:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରିତ୍ରାଣ ପାଇଁ ତାକୁ ଦୂରକୁ ପଠାଇ ତାହା ସହିତ ବିବାଦ କରିବେ। ସେ ପୂର୍ବୀଯ ବାଯୁ ଦିନ ରେ ନିଜର ପ୍ରବଳ ବାଯୁଦ୍ବାରା ସ୍ଥାନାନ୍ତରିତ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହାକୁ ଦୂରକୁ ପଠାଇବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ଵାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ପରିତ୍ରାଣ ପାଇଁ ତାକୁ ଦୂରକୁ ପଠାଇ ତାହା ସହିତ ବିବାଦ କରିବେ। ସେ ପୂର୍ବୀୟ ବାୟୁ ଦିନରେ ନିଜର ପ୍ରବଳ ବାୟୁଦ୍ୱାରା ସ୍ଥାନାନ୍ତରିତ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହାକୁ ବାହାର କରିବା ବେଳେ ପରିତ୍ରାଣକ୍ରମେ ତାହା ସଙ୍ଗେ ବିବାଦ କରୁଅଛ; ସେ ପୂର୍ବୀୟ ବାୟୁ ଦିନରେ ନିଜ ପ୍ରବଳ ବାୟୁ ଦ୍ୱାରା ତାହାକୁ ସ୍ଥାନାନ୍ତରିତ କରିଅଛନ୍ତି।