Isaiah 27:9 — Compare Translations
5 translations compared side by side
Odia - 1840
"ତେଣୁ ଏହିପରି ଭାବରେ ଯାକୁବର ଦୋଷ ପରିମାର୍ଜିତ ହବେ ଓ ତାହାର ପାପ ଦୂରୀଭୂତ ହବେ। ସେ ୟଜ୍ଞବଦେୀର ପ୍ରସ୍ତର ସବୁ ଧୂଳିସାତ ହବେ ଓ ସହେି ଆଶରୋ ମୂର୍ତ୍ତି ଓ ସୂର୍ୟ୍ଯ ପ୍ରତିମା ସବୁ ବିନଷ୍ଟ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏହା ଦ୍ଵାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଏହିପରି ଭାବରେ ଯାକୁବର ଦୋଷ ପରିମାର୍ଜିତ ହେବ ଓ ତାହାର ପାପ ଦୂରୀଭୂତ ହେବ। ସେହି ଯଜ୍ଞବେଦିର ପ୍ରସ୍ତର ସବୁ ଧୂଳିସାତ ହେବ ଓ ସେହି ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମା ସବୁ ବିନଷ୍ଟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ-ପ୍ରତିମାସବୁ ଆଉ ଉଠିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ ପ୍ରତିମାସବୁ ଆଉ ଉଠିବେ ନାହିଁ।