Isaiah 28:1 — Compare Translations
5 translations compared side by side
Odia - 1840
"ଶମରିଯାକୁ ଚାହଁ! ଇଫ୍ରଯିମର ମତ୍ତ ଲୋକମାନେ ନିଜ ନଗରୀ ପାଇଁ ଗର୍ବିତ। କାରଣ ପର୍ବତ ଉପ ରେ ଅବସ୍ଥିତ ଓ ଫଳଶାଳୀ ଉପତ୍ୟକା ବେଷ୍ଟିତ ସହେି ନଗରୀକୁ ଶମରିଯାମାନେ ରମଣୀଯ ପୁଷ୍କର ମୁକୁଟ' ସଦୃଶ, ମାତ୍ର ସହେି ଭୂଷଣ ସ୍ବରୂପ ସୁନ୍ଦର ପୁଷ୍ପ ମ୍ଲାନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ଵରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ତର ଇସ୍ରାଏଲକୁ ସତର୍କବାଣୀ ଶମରିୟାକୁ ଗ୍ଭହଁ! ଇଫ୍ରୟିମର ମତ୍ତ ଲୋକମାନେ ନିଜ ନଗରୀ ପାଇଁ ଗର୍ବିତ। କାରଣ ପର୍ବତ ଉପରେ ଅବସ୍ଥିତ ଓ ଫଳଶାଳୀ ଉପତ୍ୟକା ବେଷ୍ଟିତ ସେହି ନଗରୀକୁ ଶମରିୟାମାନେ “ରମଣୀୟ ପୁଷ୍କର ମୁକୁଟ” ସଦୃଶ, ମାତ୍ର ସେହି ଭୂଷଣ ସ୍ୱରୂପ ସୁନ୍ଦର ପୁଷ୍ପ ମ୍ଳାନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!
Odia IRV 2017 (ଓଡିଆ ବାଇବେଲ)
ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର!