Isaiah 28:10 — Compare Translations

5 translations compared side by side

Odia - 1840
"ତେଣୁ ସଦାପ୍ରଭୁ ଶିଶୁମାନଙ୍କୁ ବୁଝାଇବା ଢ଼ଙ୍ଗ ରେ କୁହନ୍ତି, କାରଣ ଏ ତ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ସଦାପ୍ରଭୁ ଶିଶୁମାନଙ୍କୁ ବୁଝାଇବା ଢଙ୍ଗରେ କୁହନ୍ତି, କାରଣ ଏ ତ: “ବିଧି ଉପରେ ବିଧି, ବିଧି ଉପରେ ବିଧି, ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି, ଏଠି ଅଳ୍ପ ସେଠି ଅଳ୍ପ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ।”
Odia IRV 2017 (ଓଡିଆ ବାଇବେଲ)
କାରଣ, ଏ ତ ବିଧି ଉପରେ ବିଧି, ବିଧି ଉପରେ ବିଧି; ଧାଡ଼ି ଉପରେ ଧାଡ଼ି, ଧାଡ଼ି ଉପରେ ଧାଡ଼ି; ଏଠି ଅଳ୍ପ, ସେଠି ଅଳ୍ପ।