Isaiah 28:14 — Compare Translations

5 translations compared side by side

Odia - 1840
"ହେ ୟିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦୁକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ବିଗ୍ଭରରେ କେହି ଛାଡ଼ ପାଇବେ ନାହିଁ ହେ ଯିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ହେ ଯିରୂଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ;