Isaiah 28:15 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ କହିଅଛ, ଆମ୍ଭମାନେେ ମୃତ୍ଯୁସହିତ ସନ୍ଧି କରିଛୁ ଓ ପାତାଳ ସହିତ ଚୁକ୍ତି କରିଛୁ। ତେଣୁ ଜଳ ପ୍ରଳଯରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭମାନେେ ମିଥ୍ଯାର ଆଶ୍ରଯ ନଇେଅଛୁ ଓ ଅସତ୍ଯ ପଛ ରେ ନିଜକୁ ଲୁଚାଇ ରଖିଛୁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କହିଅଛ, ଆମ୍ଭେମାନେ ମୃତ୍ୟୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁସହିତ ସନ୍ଧି କରିଅଛୁ ଓ ପାତାଳ ସହିତ ଚୁକ୍ତି କରିଅଛୁ। ତେଣୁ ଜଳ ପ୍ରଳୟରୂପୀ କୋରଡ଼ା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ। କାରଣ ଆମ୍ଭେମାନେ ମିଥ୍ୟାର ଆଶ୍ରୟ ନେଇଅଛୁ ଓ ଅସତ୍ୟ ପଛରେ ନିଜକୁ ଲୁଗ୍ଭଇ ରଖିଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”
Odia IRV 2017 (ଓଡିଆ ବାଇବେଲ)