Isaiah 28:17 — Compare Translations

5 translations compared side by side

Odia - 1840
"ଲୋକେ କାନ୍ଥର ସଳଖତା ଜାଣିବା ପାଇଁ ଯେପରି ଓଳମ୍ ବ୍ଯବହାର କରନ୍ତି, ମୁଁ ସହେିପରି ସତ୍ଯ ପ୍ରତିଷ୍ଠା ପାଇଁ ନ୍ଯାଯ ଓ ଧାର୍ମିକତାକୁ ପ୍ରଯୋଗ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଲୋକେ କାନ୍ଥର ସଳଖତା ଜାଣିବା ପାଇଁ ଯେପରି ଓଳମ୍ ବ୍ୟବହାର କରନ୍ତି, ମୁଁ ସେହିପରି ସତ୍ୟ ପ୍ରତିଷ୍ଠା ପାଇଁ ନ୍ୟାୟ ଓ ଧାର୍ମିକତାକୁ ପ୍ରୟୋଗ କରିବି।”ଆଉ ଶିଳାବୃଷ୍ଟି ମିଥ୍ୟାରୂପୀ ଆଶ୍ରୟକୁ ବିନାଶ କରିବ। ଏହା ଜଳରାଶି ତୁଲ୍ୟ ଲୁକାୟିତ ସ୍ଥଳକୁ ମଗ୍ନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।