Isaiah 28:18 — Compare Translations
5 translations compared side by side
Odia - 1840
"ମୃତ୍ଯୁ ସହିତ ତୁମ୍ଭମାନଙ୍କର ଚୁକ୍ତି ରହିତ ହବେ, ପାତାଳ ସହିତ ସନ୍ଧି କିଛି କାମ ଦବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୃତ୍ୟୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ଵାରା ଦଳିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମୃତ୍ୟୁ ସହିତ ତୁମ୍ଭମାନଙ୍କର ଚୁକ୍ତି ରହିତ ହେବ, ପାତାଳ ସହିତ ସନ୍ଧି କିଛି କାମ ଦେବ ନାହିଁ। “କେତେକ ଲୋକ ତୁମ୍ଭମାନଙ୍କୁ ଶାସ୍ତି ଦେବାକୁ ଆସିବେ। ପ୍ରଳୟରୂପୀ ଜଳ କୋରଡ଼ା ସଦୃଶ ତୁମ୍ଭମାନଙ୍କୁ ପାଦରେ ଦଳି ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୃତ୍ୟୁୁ ସହିତ ତୁମ୍ଭମାନଙ୍କର କୃତ ନିୟମ ରହିତ କରାଯିବ ଓ ପାତାଳ ସଙ୍ଗେ ତୁମ୍ଭମାନଙ୍କ ସନ୍ଧି ସ୍ଥିର ରହିବ ନାହିଁ; ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତୁମ୍ଭେମାନେ ତଦ୍ଦ୍ୱାରା ଦଳିତ ହେବ।