Isaiah 28:19 — Compare Translations

5 translations compared side by side

Odia - 1840
"ଏହା ବହୁ ସମୟ ଆସି ତୁମ୍ଭକୁ ନବେ। ଏହା ସକାଳେ ମଧ୍ଯାହ୍ନ, ସନ୍ଧ୍ଯା ବେଳେ ପ୍ରକାଶିତ ହବେ। ଆଉ ଯେତବେେଳେ ତୁମ୍ଭେ ବୁଝ, ତାହା ଅତି ଭୟଙ୍କର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଯେତେଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ବହୁ ସମୟ ଆସି ତୁମ୍ଭକୁ ନେବ। ଏହା ସକାଳେ, ମଧ୍ୟାହ୍ନ, ସନ୍ଧ୍ୟାବେଳେ ପ୍ରକାଶିତ ହେବ। “ଆଉ ଯେତେବେଳେ ତୁମ୍ଭେ ବୁଝ, ତାହା ଅତି ଭୟଙ୍କର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ଯେତେ ଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।
Odia IRV 2017 (ଓଡିଆ ବାଇବେଲ)
ତାହା ଯେତେଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।