Isaiah 28:2 — Compare Translations

5 translations compared side by side

Odia - 1840
"ଦେଖ, ମାରେ ପ୍ରଭୁଙ୍କର ଜଣେ ବଳବାନ୍ ଓ ସାହସୀ ଲୋକ ଅଛି। ସେ ଶିଳାୟୁକ୍ତ ଝଡ଼ ଓ ପ୍ରଳଯକାଳର ବର୍ଷା ବତାସ ପରି ଆସିବ, ଦ୍ରୁତ ଧାବିତ ବନ୍ଯାଜଳ ସଦୃଶ ପ୍ରବାହିତ ହାଇେ ଶକ୍ତିଶାଳୀ ହସ୍ତ ରେ ତାକୁ ଭୂମିରେ ନିକ୍ଷପେ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ଵାରା ଭୂମିରେ ନିକ୍ଷେପ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଦେଖ, ମୋର ପ୍ରଭୁଙ୍କର ଜଣେ ବଳବାନ୍ ଓ ସାହସୀ ଲୋକ ଅଛି। ସେ ଶିଳାଯୁକ୍ତ ଝଡ଼ ଓ ପ୍ରଳୟକାଳର ବର୍ଷା ବତାସ ପରି ଆସିବ, ଦ୍ରୁତ ଧାବିତ ବନ୍ୟାଜଳ ସଦୃଶ ପ୍ରବାହିତ ହୋଇ ଶକ୍ତିଶାଳୀ ହସ୍ତରେ ତାକୁ ଭୂମିରେ ନିକ୍ଷେପ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।
Odia IRV 2017 (ଓଡିଆ ବାଇବେଲ)
ଦେଖ ପ୍ରଭୁଙ୍କର ଜଣେ ବଳବାନ ଓ ସାହସିକ ଲୋକ ଅଛି; ସେ ଶିଳାଯୁକ୍ତ ଝଡ଼ର, ପ୍ରଳୟକାରୀ ବତାସର ନ୍ୟାୟ, ଶୀଘ୍ର ଧାବମାନ ପ୍ରବଳ ଜଳର ଝଡ଼ ତୁଲ୍ୟ, ହସ୍ତ ଦ୍ୱାରା ଭୂମିରେ ନିକ୍ଷେପ କରିବ।